ବିଦ୍ୟୁତ୍ ସଂସ୍ପର୍ଶରେ ଆସି ମଇଁଷି ମୃତ,

ପାତ୍ରପୁର ବ୍ଲକ ଅନ୍ତର୍ଗତ ବରଙ୍ଗ ଗ୍ରାମ ନିକଟରେ ଥିବା ବିଦ୍ୟୁତ୍ ଟ୍ରାନ୍ସଫର୍ମର ବିଦ୍ୟୁତ ସଂସ୍ପର୍ଶରେ ଆସି ଗୋଟିଏ ମଇଁଷିର ମୃତ୍ୟୁ ଘଟିଥିବା ଘଟଣା ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚାର…

“କଣ୍ଟାବାଞ୍ଜି ନିର୍ବାଚନ ମଣ୍ଡଳୀର ବିକାଶ ପୁରୁଷ ପୂର୍ବତନ ବିଧାୟକ ସ୍ୱର୍ଗୀୟ ଆୟୁବ ଖାଁ ଙ୍କ ସ୍ମୃତି ସଭା “

ମୁରିବାହାଲ ତା ୧୪/୦୬/୨୦୨୬(ଭଗବାନ ମହାନ୍ତି) କଣ୍ଟାବାଞ୍ଜି ନିର୍ବାଚନ ମଣ୍ଡଳୀ ମୁରିବାହାଲ ସଦର ଫରେଷ୍ଟ ବଙ୍ଗଳା ଠାରେ ମୁରିବାହାଲ ବିଜୁ ଜନତା ଦଳ ତରଫରୁ ବ୍ଲକ ସଭାପତି ସନ୍ୟାସି…

ସଡ଼କ ଦୁର୍ଘଟଣାରେ ଫରେଷ୍ଟ ଗାର୍ଡ ଗୁରୁତର ।

ମାଲକାନଗିରି ସଦର ମହକୁମାର ଡିଏନକେ ଛକରେ ଏକ ସଡ଼କ ଦୁର୍ଘଟଣାରେ ଜଣେ ମହିଳା ଫରେଷ୍ଟ ଗାର୍ଡ ଗୁରୁତର ଭାବେ ଆହତ ହୋଇଛନ୍ତି। ଆହତ ଫରେଷ୍ଟ ଗାର୍ଡ ହେଲେ…

​ତିନି ମାସ ହେଲା ମିଳିନି ଦରମା: ମାଲକାନଗିରି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ସମ୍ମୁଖରେ ସୁରକ୍ଷା କର୍ମୀଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ

ମାଲକାନଗିରି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ରେ ସୁରକ୍ଷା ଦାୟିତ୍ୱରେ ଥିବା କର୍ମଚାରୀମାନେ ଆଜିଠାରୁ ସମ୍ପୂର୍ଣ୍ଣ କାର୍ଯ୍ୟ ବନ୍ଦ କରି ହସ୍ପିଟାଲ ସମ୍ମୁଖରେ ଧାରଣାରେ ବସିଛନ୍ତି। ଗତ ୩…

ଗର୍ମେଣ୍ଟଗୁଡ଼ାରେ ନାହିଁ ପାଣି ଓ ସ୍ବାସ୍ଥ୍ୟସେବା

ଚିତ୍ରକୋଣ୍ଡା ବ୍ଳକର ଦୁର୍ଗମ ଅଞ୍ଚଳରେ ଥିବା ଅନେକ ଗାଁକୁ ଏପର୍ଯ୍ୟନ୍ତ ବିକାଶ ପହଞ୍ଚିପାରି ନାହିଁ| ସେଥିମଧ୍ୟରୁ କପାତୁଟି ପଞ୍ଚାୟତ ଗର୍ମେଣ୍ଟଗୁଡ଼ା ଗାଁର ଲୋକେ ଆଜି ପର୍ଯ୍ୟନ୍ତ ମୌଳିକ…

ରଜ ବଜାରରେ ଅନାଥ ଶିଶୁଙ୍କ ଖୁସି: ପ୍ରଶାସନର ନିଆରା ପଦକ୍ଷେପ, ୫୫ ପିଲାଙ୍କ ମୁହଁରେ ଫୁଟିଲା ହସ

ପାରଳାଖେମୁଣ୍ଡି: ରଜ ପର୍ବ ଆଗମନ ପୂର୍ବରୁ ସମାଜର ଅବହେଳିତ ଓ ଅନାଥ ଶିଶୁମାନଙ୍କ ମୁହଁରେ ହସ ଫୁଟାଇବା ପାଇଁ ଗଜପତି ଜିଲ୍ଲା ପ୍ରଶାସନ ପକ୍ଷରୁ ଏକ ନିଆରା…

ଖାରଡା ପଞ୍ଚାୟତ ରେ ଥିବା ଗେଲ ଇଣ୍ଡିଆ ଲିମିଟେଡ କମ୍ପାନୀ ପରିଦର୍ଶନ କଲେ ପାରଳା ବିଧାୟକ

ପାରଳାଖେମୁଣ୍ଡି – ଗଜପତି ଜିଲ୍ଲା କାଶୀନଗର ବ୍ଲକ ଅନ୍ତର୍ଗତ ଖାରଡା ପଞ୍ଚାୟତ ଗାଇବା ଯିବା ରାସ୍ତା ରେ ଥିବା ଗେଲ ଇଣ୍ଡିଆ ଲିମିଟେଡ କମ୍ପାନୀ ପରିଦର୍ଶନ କଲେ…

ଅବକାରୀ ବିଭାଗର ସମୀକ୍ଷା ବୈଠକ; ଚୋରା ମଦ ଦୋକାନ ଉଚ୍ଛେଦ ପାଇଁ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ ।

ନୂଆପଡା ଜିଲ୍ଲାପାଳ ମଧୁସୂଦନ ଦାଶଙ୍କ ଅଧ୍ୟକ୍ଷତାରେ ଜିଲ୍ଲା ମୁଖ୍ୟାଳୟ ସମ୍ମିଳନୀ କକ୍ଷରେ ଅବକାରୀ ବିଭାଗର କାର୍ଯ୍ୟାବଳୀ ସମ୍ପର୍କିତ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ପ୍ରାରମ୍ଭରେ ଜିଲ୍ଲା…

ସମ୍ବଲପୁରରୁ ଚୋରୀ ଧାନ ବୋଝେଇ ଟ୍ରକ ଗୋଡ଼ଭଗାରେ ଜବତ, ଅଭିଯୁକ୍ତ ଫେରାର

ରାଜ୍ୟରେ ରବି ଧାନ କିଣାବିକା ଅବଧି ଯେତେ ବିତୁଛି, ସେତିକି ଚାଷୀ ସମସ୍ୟା ବଢ଼ିବାରେ ଲାଗିଛି l କେତେବେଳେ ଟୋକନ ତ ଆଉ କେତେବେଳେ କଟନୀ ଛଟଣୀ…

ଗୋପାଳପୁର ବେଳାଭୂମିରେ ଗଂଜାମ ସ୍ୱତନ୍ତ୍ର ସଘନ ସଂଶୋଧନ ସଚେତନତା ସହିତ ସ୍ୱଚ୍ଛତା କାର୍ଯ୍ୟକ୍ରମ

ବ୍ରହ୍ମପୁର -ଆଜି ଗୋପାଳପୁର ସମୁଦ୍ର ବେଳାଭୂମିରେ ସ୍ୱତନ୍ତ୍ର ସଘନ ସଂଶୋଧନ ୨୦୨୬ ସଚେତନତା ସହ ଆମ ଗଞ୍ଜାମ ସ୍ୱଚ୍ଛ ଗଞ୍ଜାମ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ବ୍ରହ୍ମପୁର…

ମାଲକାନଗିରି ପ୍ରଶାସନର ତୁରନ୍ତ ପଦକ୍ଷେପ: କତାପାଲି କଲୋନୀରେ ଜଳ ସଙ୍କଟର ସଫଳ ସମାଧାନ

ମାଲକାନଗିରି, ୦୯/୦୬/୨୦୨୬(ମାନସ୍ ରଞ୍ଜନ୍ ନେତାମ୍) ଜନସାଧାରଣଙ୍କ ପ୍ରତିଟି ସମସ୍ୟାର ସମାଧାନ ଏବଂ ସେମାନଙ୍କୁ ମୌଳିକ ସୁବିଧା ସୁଯୋଗ ଯୋଗାଇଦେବା ପାଇଁ ମାଲକାନଗିରି ଜିଲ୍ଲା ପ୍ରଶାସନ ସଦାସର୍ବଦା ନିଜର…

ପିଜିଟି ଶିକ୍ଷକଙ୍କ ଦିଗଦର୍ଶନ କର୍ମଶାଳାର ଆୟୋଜନପ୍ରଶିକ୍ଷଣ ନେବେ ୧୨୦ ଜଣ ପିଜିଟି

ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଅନ୍ତର୍ଗତ ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ ଅଧିନ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଓ ସରକାରୀ ଉନ୍ନୀତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ…