ମାଲକାନଗିରିରେ ବିକାଶର ଧାରା ଓଡ଼ିଶା ସାରା କାର୍ଯ୍ୟକ୍ରମର ଦୁଇ ବର୍ଷ ପୂର୍ତ୍ତି ଅବସରରେ ଜିଲ୍ଲା ସ୍ତରୀୟ ସମ୍ମିଳନୀ ଅନୁଷ୍ଠିତ
ଓଡ଼ିଶା ସରକାରଙ୍କ ବିକାଶର ଧାରା ଓଡ଼ିଶା ସାରା କାର୍ଯ୍ୟକ୍ରମର ସଫଳ ଦୁଇ ବର୍ଷ ପୂର୍ତ୍ତି ଉପଲକ୍ଷେ ସ୍ଥାନୀୟ ସଂସ୍କୃତି ଭବନଠାରେ ଆକାଂକ୍ଷୀ ଜିଲ୍ଲା ଓ ବ୍ଲକ କାର୍ଯ୍ୟକ୍ରମର…
